Masthead

ଭାରତୀୟ ଯବାନଙ୍କୁ ସଫଳତା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତ-ପାକିସ୍ତାନ ସୀମାରେ ୨ ପାକିସ୍ତାନୀ ଅନୁପ୍ରବେଶକାରୀ ନିହତ । ଅଟାରୀ ସୀମାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଅନୁପ୍ରବେଶକାରୀ ନିହତ ହୋଇଥିବା ସୂଚନା ମିଳିଛି । ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କଲେ ବିଏସଏଫ ଯବାନ । ଅମୃତସରର ଅଟାରୀ ସୀମାରେ ବିଳମ୍ବିତ ରାତିରେ ଦୁଇ ପାକିସ୍ତାନୀ ଅନୁପ୍ରବେଶକାରୀ ଅନୁପ୍ରବେଶ କରିବାକୁ ଉଦ୍ୟମ କରିଥିଲେ । ପରେ ଉଭୟ ପକ୍ଷରୁ ଗୁଳି ବର୍ଷଣ ଆରମ୍ଭ ହୋଇଥିଲା ।

ବିଏସଏଫ ଯବାନଙ୍କ ଗୁଳିରେ ଦୁଇ ଜଣ ଅନୁପ୍ରବେଶକାରୀ ନିହତ ହୋଇଥିବା ସୂଚନା ମିଳିଛି । ଅନୁପ୍ରବେଶକାରୀଙ୍କ ପାଖରେ ହତିଆର ମହଜୁଦ ଥିବା ମଧ୍ୟ ଅନୁମାନ କରାଯାଉଛି । ଅନ୍ୟପଟେ ନଭେମ୍ବର ୭-୮ ତାରିଖରେ କାଶ୍ମୀରର କୁପୱାଡ଼ାରେ ଆତଙ୍କବାଦୀମାନେ ଅନୁପ୍ରବେଶ କରୁଥିବା ସମୟରେ ସୋମାନଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିଥିଲେ ଜବାନ । ଆତଙ୍କବାଦଙ୍କ ଏହି ଅପରେଶନରେ ଦୁଇଜଣ ଭାରତୀୟ ଯବାନ ମଧ୍ୟ ସହୀଦ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ