Masthead

୩ ମାଓବାଦୀ ନିପାତ

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ଛତିଶଗଡ଼ ସୁକମା ସୀମାନ୍ତରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ଏନକାଉଣ୍ଟରରେ ୩ ମାଓବାଦୀ ନିପାତ ।ଘଟଣାସ୍ଥଳରୁ ବହୁ ମାଓ ସାମଗ୍ରୀ, ବିସ୍ଫୋରକ ଜବତ । ଛତିଶଗଡର ଡଚାକୋନା ଜଙ୍ଗଲରେ ଏନକାଉଟର । ଯବାନଙ୍କ ଗୁଳିରେ ୩ ଜଣ ମାଓବାଦୀ ନିପାତ ହୋଇଥିବା ସୂଚନା ମିଳିଛି ।

ଘଟଣାସ୍ଥଳରୁ ବହୁ ପରିମାଣର ବିସ୍ଫୋରକ, ବନ୍ଦୁକ, ଗୁଳି ସହ ମାଓସାମଗ୍ରୀ ଜବତ ହୋଇଛି । ମୃତକଙ୍କ ମଧ୍ୟରେ ଅଛନ୍ତି ମୋଷ୍ଟ ୱାଂଟେଡ ଦରଭା ଡିଭିଜନର ଏଲଓଏସ କମାଣ୍ଡର ଲକ୍ଷ୍ମଣ କୋହରାମୀ । ସେହିପରି ଯବାନଙ୍କ ଗୁଳିରେ କଟେକଲ୍ୟାଣ ଏରିଆ କମିଟି ସଦସ୍ୟ ଜଗଦୀଶ ସୋଢୀଙ୍କର ମଧ୍ୟ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆହୁରି ୫ ଦିନ କାଳବୈଶାଖୀ ବର୍ଷା 🔴 F15 ପାଇଲଟଙ୍କୁ ଇରାନରୁ ଖୋଜି ବାହାର କଲା ଆମେରିକା 🔴 ‘ଆମେରିକାକୁ ନର୍କରେ ପରିଣତ କରିବୁ’ 🔴 ବଢ଼ିବ କାଳବୈଶାଖୀ ବର୍ଷା 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି ଜାତିସଂଘ ସୁରକ୍ଷା ପରିଷଦ ବୈଠକ 🔴 ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ 🔴 ରାଜ୍ୟରେ ଅଚାନକ ବଢ଼ିଛି ତାତି 🔴 କାଳବୈଶାଖୀ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ଯୁଦ୍ଧ ଶେଷ କରିବେ କି ଟ୍ରମ୍ପ? 🔴 ଆହୁରି ୫ ଦିନ କାଳବୈଶାଖୀ ବର୍ଷା 🔴 F15 ପାଇଲଟଙ୍କୁ ଇରାନରୁ ଖୋଜି ବାହାର କଲା ଆମେରିକା 🔴 ‘ଆମେରିକାକୁ ନର୍କରେ ପରିଣତ କରିବୁ’ 🔴 ବଢ଼ିବ କାଳବୈଶାଖୀ ବର୍ଷା 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି ଜାତିସଂଘ ସୁରକ୍ଷା ପରିଷଦ ବୈଠକ 🔴 ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ 🔴 ରାଜ୍ୟରେ ଅଚାନକ ବଢ଼ିଛି ତାତି 🔴 କାଳବୈଶାଖୀ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ଯୁଦ୍ଧ ଶେଷ କରିବେ କି ଟ୍ରମ୍ପ?