Masthead

ଟିକାକରଣରେ ରାଜ୍ୟକୁ ସଫଳତା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ଟିକାକରଣ କ୍ଷେତ୍ରରେ ରାଜ୍ୟକୁ ମିଳିଛି ସଫଳତା । ରାଜ୍ୟରେ କୋଟିଏ ଲୋକ କୋଭିଡ ଟିକାର ଉଭୟ ଡୋଜ ନେଇଛନ୍ତି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । କରୋନା ମହାମାରୀ ପାଇଁ ରାଜ୍ୟରେ ସରକାରା ସଟଡାଉନ ଓ ଲକଡାଉନ ଘୋଷଣା କରିଥିଲେ ।

ତେବେ କୋଭିଡ ଟିକାକରଣ ପରେ ଧିରେ ଧିରେ ସବୁଠି ସଟଡାଉନ ଓ ଲକଡାଉନ ଖୋଲୁଛି । ଏବେ ଆୟତ୍ତକୁ ଆସୁଛି କରୋନା । ସରକାର ଜାରି କରିଥିବା ଗାଇଡଲାଇନ ଅନୁସାରେ ଏବେ ଦୋକାନ ବଜାର ଖୋଲୁଛି । ଲୋକମାନେ କୋଭିଡ ଗାଇଡଲାଇନ ମାନି କିଣାକିଣି କରୁଛନ୍ତି । ତେବେ ଦେଖିବାକୁ ଗତ ୨୪ ଘଣ୍ଟା ତଳେ ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରକାଶ କରିଥିବା ରିପୋର୍ଟ ଅନୁସାରେ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିରୁ ୫୦ ଜଣ କ୍ୱାରେଣ୍ଟାଇନରୁ ଥିବା ବେଳେ ୧୯୯ ଜଣ ଲୋକାଲ କେସ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’