Masthead

ପିନାକ ରକେଟର ସଫଳ ପରୀକ୍ଷଣ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ସ୍ବଦେଶୀ ଦୂରଗାମୀ ପିନାକର ସଫଳ ପରୀକ୍ଷଣ । ଚାନ୍ଦିପୁର ଠାରେ ମଲ୍ଟି ବ୍ୟାରେଲ୍ ରକେଟ୍ ଲଞ୍ଚରରୁ ପିନାକର ବର୍ଦ୍ଧିତ ରେଞ୍ଜ ସଂସ୍କରଣକୁ ସଫଳତାର ସହ ପରୀକ୍ଷା କରାଯାଇଛି । ଭିନ୍ନ ଭିନ୍ନ ଲକ୍ଷ୍ୟସ୍ଥଳରେ ନିଜର ଟାର୍ଗେଟକୁ ସଫଳତାର ସହ ଏହା ଲକ୍ଷ୍ୟଭେଦ କରିବାରେ ସକ୍ଷମ ହୋଇଛି ।

୪୫ କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିବାର କ୍ଷମତା ରଖିଛି କ୍ଷେପଣାସ୍ତ୍ର ପିନାକ । ପୁଣେ ସ୍ଥିତ ଆର୍ମାମେଣ୍ଟ ରିସର୍ଚ୍ଚ ଆଣ୍ଡ ଡେଭେଲପ୍‌ମେଣ୍ଟ ଏଷ୍ଟାବ୍ଲିସ୍‌ମେଣ୍ଟ (ଏଆରଡିଇ) ଓ ହାଇ ଏନର୍ଜି ମ୍ୟାଟେରିଆଲ ରିସର୍ଚ୍ଚ ଲାବୋରେଟୋରି (ଏଚଇଏମଆରଏଲ) ଦ୍ବାରା ପିନାକ ରକେଟକୁ ବିକଶିତ କରାଯାଇଛି । ଡିଆରଡିଓର ଏହି ସଫଳତା ପରେ ଅଭିନନ୍ଦନ ଜଣାଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ