Masthead

ଏଭଳି ରାଜନୀତି ଶରଦ ପାୱାର ଆରମ୍ଭ କରିଥିଲେ- ରାଜ ଠାକରେ

ମହାରଷ୍ଟ୍ର(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ରାଜନୀତିକୁ ପ୍ରତିକ୍ରିୟା ରଖିଛନ୍ତି ରାଜ ଠାକରେ । ସେ କହିଛନ୍ତି, ମହାରାଷ୍ଟ୍ରରେ ଯାହା ହେଉଛି ଦୁର୍ଭାଗ୍ୟପୂର୍ଣ୍ଣ । ଏହା ମତାଦାତାଙ୍କ ପ୍ରତି ଅପମାନ । ଏଭଳି ରାଜନୀତିର ଆରମ୍ଭ ଶରଦ ପାୱାର କରିଥିଲେ । ସେ ଯାହା କରିଥିଲେ ତାହା ତାଙ୍କ ପାଖକୁ ଫେରିକି ଆସୁଛି । ପୂରା ମହାରାଷ୍ଟ୍ରରେ ଏହି ଘଟଣାକୁ ନେଇ ଲୋକେ ଅସନ୍ତୁଷ୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି