Masthead

ଖେଳାଳିଙ୍କ ସହ ଏଭଳି ବ୍ୟବହାର ଅତ୍ୟନ୍ତ ନିନ୍ଦନୀୟ: ରାହୁଲ ଗାନ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ଜନ୍ତରମନ୍ତରରେ ଧାରଣାରେ ବସିଥିବା ମହିଳା ରେସଲରଙ୍କୁ ପୋଲିସର ଦୁର୍ବ୍ୟବହାର । ରାତିଅଧରେ ରେସଲରଙ୍କ ଉପରେ ପୋଲିସ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ବିଜେପିକୁ ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧି । ରାହୁଲ କହିଛନ୍ତି ଦେଶର ଖେଳାଳିଙ୍କ ସହ ଏଭଳି ବ୍ୟବହାର ଅତ୍ୟନ୍ତ ନିନ୍ଦନୀୟ। ‘ବେଟି ବଚାଓ’ ସ୍ଲୋଗାନ ପ୍ରକୃତରେ ଏକ ପ୍ରହସନ । ବିଜେପି ଦେଶର ମହିଳାମାନଙ୍କୁ ଉପଯୁକ୍ତ ସମ୍ମାନ ଦେଉନଥିବା ରାହୁଲ ଅଭିଯୋଗ କରିଛନ୍ତି ।

ଦିଲ୍ଲୀ ଜନ୍ତରମନ୍ତରରେ କୁସ୍ତିଯୋଦ୍ଧାଙ୍କ ଧାରଣା ଚାଲିଥିବାବେଳେ କାଲି ବିଳମ୍ବିତ ରାତିରେ ହଙ୍ଗାମା ଦେଖିବାକୁ ମିଳିଥିଲା । ପୋଲିସ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ଆଣିଛନ୍ତି ଭିନେଶ ଫୋଗଟ୍ । ଘଟଣାରେ କିଛି କୁସ୍ତିଯୋଦ୍ଧା ଆହତ ହୋଇଥିବା ମଧ୍ୟ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ