Masthead

ସୁଧାଂଶୁ ଷଡ଼ଙ୍ଗୀ ହେଲେ ଅଗ୍ନିଶମ ଡିଜି

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ଅଗ୍ନିଶମ ଡିଜି ଭାବେ ଦାୟିତ୍ବ ଗ୍ରହଣ କଲେ ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ । ୧୯୯୦ ବ୍ୟାଚର ବରିଷ୍ଠ ଆଇପିଏସ ଅଫିସର ଡ଼ ସୁଧାଂଶୁ ଷଡଙ୍ଗୀ । ଦାୟିତ୍ବ ଗ୍ରହଣ କରିବା ପରେ କୌଣସି ସଂଗଠନର ବିକାଶ ଓ ପରିଚୟ ଏକ କ୍ରମାଗତ ପ୍ରକିୟା ବୋଲି ସେ କହିଛନ୍ତି । ୨୦୦୦ ମସିହା ବେଳକୁ ରାଜ୍ୟରେ ମାତ୍ର ୧୧୨ ଟି ଅଗ୍ନିଶମ କେନ୍ଦ୍ର ଥିଲା। ବର୍ତ୍ତମାନ ଏହା ତିନିଗୁଣ ବୃଦ୍ଧି ପାଇ ୩୪୫ ରେ ପହଞ୍ଚିଛି। ଚଳିତ ଆର୍ଥିକ ବର୍ଷରେ ଅଗ୍ନିଶମ ବିଭାଗର ଉନ୍ନତି ପାଇଁ ରାଜ୍ୟ ସରକାର ଅଧିକ ୨୪୦ କୋଟି ଟଙ୍କାର ଅନୁଦାନ ଦେବାର ପ୍ରସ୍ତାବ ରହିଛି। ୧୧ ଶହ ନୂଆ କର୍ମଚାରୀଙ୍କ ନିଯୁକ୍ତି ପାଇଁ ପ୍ରକିୟା ଆରମ୍ଭ ହୋଇଛି। ଏହି ପ୍ରକିୟା ଆଗାମୀ ୬ମାସ ଭିତରେ ଶେଷ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ