Masthead

ସୁଧାଂଶୁ ଷଡ଼ଙ୍ଗୀ ହେଲେ ଅଗ୍ନିଶମ ଡିଜି

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ଅଗ୍ନିଶମ ଡିଜି ଭାବେ ଦାୟିତ୍ବ ଗ୍ରହଣ କଲେ ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ । ୧୯୯୦ ବ୍ୟାଚର ବରିଷ୍ଠ ଆଇପିଏସ ଅଫିସର ଡ଼ ସୁଧାଂଶୁ ଷଡଙ୍ଗୀ । ଦାୟିତ୍ବ ଗ୍ରହଣ କରିବା ପରେ କୌଣସି ସଂଗଠନର ବିକାଶ ଓ ପରିଚୟ ଏକ କ୍ରମାଗତ ପ୍ରକିୟା ବୋଲି ସେ କହିଛନ୍ତି । ୨୦୦୦ ମସିହା ବେଳକୁ ରାଜ୍ୟରେ ମାତ୍ର ୧୧୨ ଟି ଅଗ୍ନିଶମ କେନ୍ଦ୍ର ଥିଲା। ବର୍ତ୍ତମାନ ଏହା ତିନିଗୁଣ ବୃଦ୍ଧି ପାଇ ୩୪୫ ରେ ପହଞ୍ଚିଛି। ଚଳିତ ଆର୍ଥିକ ବର୍ଷରେ ଅଗ୍ନିଶମ ବିଭାଗର ଉନ୍ନତି ପାଇଁ ରାଜ୍ୟ ସରକାର ଅଧିକ ୨୪୦ କୋଟି ଟଙ୍କାର ଅନୁଦାନ ଦେବାର ପ୍ରସ୍ତାବ ରହିଛି। ୧୧ ଶହ ନୂଆ କର୍ମଚାରୀଙ୍କ ନିଯୁକ୍ତି ପାଇଁ ପ୍ରକିୟା ଆରମ୍ଭ ହୋଇଛି। ଏହି ପ୍ରକିୟା ଆଗାମୀ ୬ମାସ ଭିତରେ ଶେଷ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା