Masthead

ହଠାତ୍ ପାଗରେ ପରିବର୍ତ୍ତନ, ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହଠାତ୍ ପାଗରେ ପରିବର୍ତ୍ତନ । ସକାଳୁ ସକାଳୁ କୋହଲା ପାଗ ପରେ ଲାଗି ରହିଛି ବର୍ଷା। ଆଜି ଟ୍ୱିନ ସିଟି ଭୁବନେଶ୍ୱର ଓ କଟକରେ ସକାଳୁ ବର୍ଷା ଆରମ୍ଭ ହୋଇଛି। ଗୁରୁବାର ରାତିରେ ପାଗ ଭଲ ଥିବାବେଳେ ଶୁକ୍ରବାର ଭୋର ସମୟରୁ ହଠାତ ପାଗ ପରିବର୍ତ୍ତନ ହୋଇଯାଇଛି। ରାଜଧାନୀ ଭୁବନେଶ୍ଵରରେ ଶୁକ୍ରବାର ସକାଳୁ କୋହଲା ପାଗ ଲାଗି ରହିଛି।

ତେବେ ସକାଳୁ ସକାଳୁ ବର୍ଷା ଲାଗିରହିଥିବାରୁ ଲୋକଙ୍କ ଯାତାୟାତରେ ସମସ୍ୟା ସୃଷ୍ଟି ହୋଇଛି । ଭୋରୁ ଝିପି ଝିପି ବର୍ଷା ଆରମ୍ଭ ହୋଇଛି। ମଧ୍ୟାହ୍ନ ପରଠାରୁ ବର୍ଷା ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଥିବାବେଳେ ରାସ୍ତାଘାଟରେ ଯାନବାହନ ଚଳାଚଳ ଏକପ୍ରକାର କମ ଦେଖିବାକୁ ମିଳିଛି। ଭୁବନେଶ୍ୱର ସମେତ ଖୋର୍ଦ୍ଧାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ