Masthead

ଶୁଭଲକ୍ଷ୍ମୀ ମୃତ୍ୟୁ ମାମଲା: ଆସିଲା ସିଡିଆର ରିପୋର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବହୁ ଚର୍ଚ୍ଚିତ ଦୀପାଲି ହୋଟେଲ ମୃତ୍ୟୁ ଘଟଣାରେ ପୋଲିସ କୁ ମିଳିଲା ଶୁଭଲକ୍ଷ୍ମୀଙ୍କ ସିଡିଆର୍ ରିପୋର୍ଟ । ପୋଲିସ ହାତରେ ଲାଗିଲା ଗତ ୨ମାସର ଶୁଭଲକ୍ଷ୍ମିଙ୍କ କଲ୍ ଡିଟେଲ ରିପୋର୍ଟ । ମୃତ୍ୟୁ ପୁର୍ବରୁ କାହା ସହ କଥା ହୋଇଥିଲେ ଶୁଭଲକ୍ଷ୍ମୀ, ତାହା ଜାଣିବାକୁ ସିଡିଆର ମାଗିଥିଲା ରିପୋର୍ଟ । ଶୁଭଲକ୍ଷ୍ମୀ ଆତ୍ମହତ୍ୟା କରିଥିବା ବ୍ୟବଚ୍ଛେଦ ରିପୋର୍ଟରୁ ସ୍ପଷ୍ଟ ହୋଇଛି । ଶୁଭଲକ୍ଷ୍ମୀ ଦ୍ୱିତୀୟ ପୁରୁଷ ବନ୍ଧୁ ଅନୀଲକୁ ଥାନାକୁ ଡାକି ପୋଲିସ ଜେରା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି