Masthead

ସୁଧାଂଶୁ ତ୍ରିପାଠୀ ଆଉ ନାହାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଶିଷ୍ଟ ସମାଜସେବୀ ତଥା ରାଜନୈତିକ ସମୀକ୍ଷକ ସୁଧାଂଶୁ କୁମାର ତ୍ରିପାଠୀଙ୍କ ପରଲୋକ। ଗତ ଶନିବାର ମଧ୍ୟାହ୍ନରେ ଭୁବନେଶ୍ୱରର ଏକ ଘରୋଇ ଡ଼ାକ୍ତରଖାନାରେ ସେ ଚିକିତ୍ସାଧୀନ ଥିବାବେଳେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା ।

୪ ବର୍ଷ ହେଲା କ୍ୟାନ୍ସର ସହ ଲଢୁଥିବା ସୁଧାଂଶୁଙ୍କର ହୃଦଘାତରେ ଦେହାନ୍ତ ହୋଇଛି। ଯାଜପୁର ଜିଲ୍ଲା ମୁରାରିପୁରରେ ସେ ଜନ୍ମଗ୍ରହଣ କରିଥିବାବେଳେ ତାଙ୍କ କର୍ମଭୂମି ଥିଲା କଟକ ଏବଂ ଭୁବନେଶ୍ୱର। ସେ ଭୁବନେଶ୍ୱର ଉପକଣ୍ଠ ଗଙ୍ଗାପାଟଣାରେ ୪୦ ବର୍ଷ ହେଲା ରହୁଥିଲେ। ତାଙ୍କ ବିୟୋଗରେ ପରିବାର ବର୍ଗ, ପ୍ରିୟଜନଙ୍କ ସମେତ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି