Masthead

‘ନିନ୍ଦୁକମାନେ ସବୁବେଳେ ନିନ୍ଦା କରିବେ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):   ବିଜେଡିର ବରିଷ୍ଠ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ ଗତକାଲି ଦେଇଥିବା ମନ୍ତବ୍ୟକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ସୁଧୀର ସାମଲ । କହିଛନ୍ତି କେଉଁ ବୟସ୍କ ନେତା ବାଚଳାମି କରି କଣ କହିବେ ସେଥିରେ ଆମର କିଛି କହିବାର ନାହିଁ । ମୁଖ୍ୟମନ୍ତ୍ରୀ ଯାଇ ପାରୁଛନ୍ତି କି ନାହିଁ ତାହା କଣ ଆପଣ ମାନେ ଦେଖି ପାରୁ ନାହାଁନ୍ତି । ଭୁବନେଶ୍ୱରରେ ଯେଉଁ କାର୍ଯ୍ୟକ୍ରମ ହେଉଛି ମୁଖ୍ୟମନ୍ତ୍ରୀ ଯାଉଛନ୍ତି ତାହା ଗଣମାଧ୍ୟମରେ ଅଛି । ନିନ୍ଦୁକ ମାନେ ସବୁବେଳେ ନିନ୍ଦା କରିବେ ।

ମୁଖ୍ୟମନ୍ତ୍ରୀ କିନ୍ତୁ ତାଙ୍କ କାମ କରି ଚାଲିଛନ୍ତି । ସରକାର ହେଉଛନ୍ତି ମୁଖ୍ୟମନ୍ତ୍ରୀ । ସରକାର କୌଣସି ସଚିବଙ୍କୁ ମାଣ୍ଡେଟ ଦେଲେ, ଯେ ତମେ ଲୋକଙ୍କ ପାଖକୁ ଯାଇ ଗ୍ରୀଭାନ୍ସ ନେଇ କି ଆସ । ସେ ଗ୍ରୀଭାନ୍ସକୁ ଆଣିବା ପରେ ମୁଖ୍ୟମନ୍ତ୍ରୀ ତାକୁ ତଦାରଖ କରି ସେ କାମ ଗୁଡିକୁ ତ୍ୱରାନ୍ୱିତ କରୁଛନ୍ତି । ମୁଖ୍ୟମନ୍ତ୍ରୀ ଯିବା ନ ଯିବା କଥା ନୁହେଁ । ଅନ୍ୟ ରାଜ୍ୟରେ କି ଦେଶର ପ୍ରଧାନମନ୍ତ୍ରୀ କଣ ସବୁ ଜାଗାକୁ ଯାଉଛନ୍ତି କି ? ଏଠି ସରକାର ଲୋକଙ୍କ ପାଖକୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ