Masthead

ଝୁଲିଗଲେ ଯୁବକ ଓ ମହିଳା, ବଙ୍ଗଳା ଭାଷାରେ ସୁଇସାଇଡାଲ ନୋଟ୍ ଜବତ

ପୁରୀ( ବଡ଼ ଖବର ବ୍ୟୁରୋ): ହୋଟେଲ ରୁମରେ ଝୁଲି ପଡ଼ିଲେ ଯୁବକ ଓ ବିବାହିତ ମହିଳା। ସମୁଦ୍ର କୂଳ ନିକଟ ଏକ ହୋଟେଲ ଫ୍ୟାନରେ ଝୁଲି ଆତ୍ମହତ୍ୟା। ଯୁବକ ମୃତ ମହିଳା ଗୁରୁତର। ଗୁରୁତର ମହିଳା ସଦର‌ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି। ସମୁଦ୍ର କୂଳ ଥାନା ପୋଲିସର ଛାନଭିନ୍ ଆରମ୍ଭ। ବଙ୍ଗାଳି ଭାଷାରେ ଲେଖାଯାଇଥିବା ସୁଇସାଇଡ୍ ନୋଟ ଜବତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ