Masthead

ଗୁଳିକରି ଯବାନଙ୍କ ଆତ୍ମହତ୍ୟା

ରାୟଗଡା (ବଡ଼ ଖବର ବ୍ୟୁରୋ): ନିଜକୁ ଗୁଳିକରି ଯବାନଙ୍କ ଆତ୍ମହତ୍ୟା । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ରାୟଗଡା ଜିଲ୍ଲା କାଶୀପୁରରେ । ବିଏସଏଫ ୬୮ବାଟାଲିୟନରେ କାର୍ଯ୍ୟରତ ଯବାନ ଦିଲିପ ମାହି ନିଜର କାର୍ଯ୍ୟ ସମୟରେ ନିଜ ବନ୍ଧୁକରୁ ଗୁଳିକରି ନିଜେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ୪ମାସ ପୂର୍ବରୁ ସେ ବିବାହିତ ହୋଇଥିଲେ । ପାରିବାରିକ କଳହ ଯୋଗୁଁ ଆତ୍ମହତ୍ୟା କରିଥିବା କୁହାଯାଉଥିବା ବେଳେ ବର୍ତମାନ ସୁଧା ବିଭାଗ ପକ୍ଷରୁ କୋଣସି ସୂଚନା ମିଳିନାହିଁ ।

ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ କାଶୀପୁର ପୋଲିସର ତଦନ୍ତ ଆରମ୍ଭ କରିଛି । ମାସ ପୂର୍ବେ ପଡ଼ିଥିଲା ହାତଗଣ୍ଠି । ଆଜି ମଧ୍ୟାହ୍ନ ସମୟରେ ଦିଲ୍ଲୀପ ନିଜ କ୍ୟାମ୍ପରେ ଥିବାବେଳେ ହଠାତ ଗୁଳି ଫୁଟିବା ଶବ୍ଦ ଶୁଣାଯାଇଥିଲା। ସାଥୀ ଯବାନମାନେ ଦୌଡ଼ି ଯାଇ ଘଟଣାସ୍ଥଳରେ ଦିଲ୍ଲୀପଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ସେ ନିଜ ରାଇଫଲରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଥିବା ଅନ୍ୟ ଯବାନମାନଙ୍କ ସୂତ୍ରରୁ ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା