Masthead

ପାରିବାରିକ କଳହକୁ ନେଇ ଦମ୍ପତିଙ୍କ ଆତ୍ମହତ୍ୟା

ନରସିଂହପୁର (ବଡ଼ ଖବର ବ୍ୟୁରୋ): ପାରିବାରିକ କଳହକୁ ନେଇ ବଡମ୍ବା ମାଣିଆବନ୍ଧରେ ଦମ୍ପତିଙ୍କ ଆତ୍ମହତ୍ୟା। ମୃତ ସ୍ୱାମୀ-ସ୍ତ୍ରୀ ହେଲେ ସେହି ଗ୍ରାମର ନିତ୍ୟାନନ୍ଦ ମହାପାତ୍ର ଏବଂ ସ୍ତ୍ରୀ ଶାନ୍ତିଲତା ମହାପାତ୍ର । କେଉଁ କାରଣରୁ ଘଟଣା ଘଟିଛି ସ୍ପଷ୍ଟ ହୋଇ ପାରିନଥିବା ବେଳେ ପାରିବାରିକ କଳହ ବୋଲି ଅନୁମାନ କରାଯାଉଛି। ଖବର ପାଇ ମାଣିଆବନ୍ଧ ଥାନା ଅଧିକାରୀ କାଦମ୍ବିନୀ ପରିଡା ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଏନେଇ ଦୁଇଟି ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଠାକୁର ଦର୍ଶନ ସାରି ଫେରୁଥିବା ବେଳେ ବଜ୍ରାଘାତ 🔴 ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା 🔴 ଷ୍ଟିୟରିଙ୍ଗ ଛାଡ଼ ଆନ୍ଦୋଳନ ପାଇଁ ନର୍ଲା ଡ୍ରାଇଭର୍ ସଂଘର ପ୍ରସ୍ତୁତି ବୈଠକ 🔴 ବଜ୍ରାଘାତରେ ୫ ଗୁରୁତର 🔴 ବିମାନକୁ ବୋମା ଧମକ, ଫେରିଗଲା ଜର୍ମାନୀ ଫ୍ଲାଇଟ୍ 🔴 ଭୁବନେଶ୍ୱରରେ ସିରିଜ ଦୁର୍ଘଟଣା, ୩ ଆହତ 🔴 ଆଜି ଫୁଲୁରି ତେଲ ଲାଗି 🔴 ୬ ଜିଲ୍ଲାରେ ବିଜୁଳି ସହ ପ୍ରବଳ ଝଡ଼ବର୍ଷା 🔴 ବ୍ୟାପିଗଲାଣି ଡାଇରିଆ, ଅଚିନ୍ତାରେ ବିଭାଗ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଠାକୁର ଦର୍ଶନ ସାରି ଫେରୁଥିବା ବେଳେ ବଜ୍ରାଘାତ 🔴 ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା 🔴 ଷ୍ଟିୟରିଙ୍ଗ ଛାଡ଼ ଆନ୍ଦୋଳନ ପାଇଁ ନର୍ଲା ଡ୍ରାଇଭର୍ ସଂଘର ପ୍ରସ୍ତୁତି ବୈଠକ 🔴 ବଜ୍ରାଘାତରେ ୫ ଗୁରୁତର 🔴 ବିମାନକୁ ବୋମା ଧମକ, ଫେରିଗଲା ଜର୍ମାନୀ ଫ୍ଲାଇଟ୍ 🔴 ଭୁବନେଶ୍ୱରରେ ସିରିଜ ଦୁର୍ଘଟଣା, ୩ ଆହତ 🔴 ଆଜି ଫୁଲୁରି ତେଲ ଲାଗି 🔴 ୬ ଜିଲ୍ଲାରେ ବିଜୁଳି ସହ ପ୍ରବଳ ଝଡ଼ବର୍ଷା 🔴 ବ୍ୟାପିଗଲାଣି ଡାଇରିଆ, ଅଚିନ୍ତାରେ ବିଭାଗ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ