Masthead

ହୋଟେଲରେ ଯୁବକଙ୍କ ଆତ୍ମହତ୍ୟା, ମୃତ୍ୟୁର କାରଣ ଅସ୍ପଷ୍ଟ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ହୋଟେଲରେ ଯୁବକଙ୍କ ଆତ୍ମହତ୍ୟା । ଚରମ୍ପା ଷ୍ଟେସନ ନିକଟ ହୋଟେଲରେ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତ୍ୟୁର କାରଣ ଅସ୍ପଷ୍ଠ ରହିଛି।

ହୋଟେଲ ମାଲିକ ଯୁବକଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରିଥିଲେ । ଜନୈକ ଯୁବତୀଙ୍କ ସହ ହୋଟେଲରେ ରହିଥିଲେ ଯୁବକ ଜଣକ। ଯୁବତୀଙ୍କୁ ମୁକ୍ତାଶ୍ରୟ କେନ୍ଦ୍ରରେ ରଖିଛି ଟାଉନ ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି