Masthead

ଲାଇଭ ଭିଡ଼ିଓରେ ଆତ୍ମହତ୍ୟା

ନିମାପଡା(ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ଗୋପ ବ୍ଲକ ଅନ୍ତର୍ଗତ ନାଗପୁର ବଜ଼ାରରେ ଦେଖିବାକୁ ମିଳିଛି ଅଭାବନୀୟ ଦୃଶ୍ୟ ।ବେକରେ ରଶି ଲଗାଇ ମେଡିସିନ ଦୋକାନୀଙ୍କ ଆତ୍ମହତ୍ୟା ଓ ମୃତ୍ୟୁ ବେଳର ଲାଇଭ କରି କଲେ ଆତ୍ମହତ୍ୟା । ଯାହାର ଭିଡ଼ିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ମୃତ ଯୁବକ ହେଲେ ସୁଜିତି ସିହ୍ନା ଓ ବୟସ ୪୫ ବୋଲି ଜଣାପଡିଛି । ମୃତକଙ୍କ ଘର ବନ୍ତଳି ଗାଁ। ଘଟଣାସ୍ଥଳରେ ଗୋପ ପୋଲିସ ପହଂଚି ଶବକୁ ଜବତ କରି ବ୍ୟବଛେଦ ପାଇଁ ଚାରିଛକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଛି । କଣ ପାଇଁ ଆତ୍ମହତ୍ୟା କଲେ ଏପର‌୍ୟ୍ୟନ୍ତ ସ୍ପଷ୍ଟ ସୂଚନା ମିଳିପାରିନାହଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ