ପ୍ରତ୍ୟେକ ଜିଲ୍ଲାରେ ଏସପିଙ୍କୁ ଦାବିପତ୍ର ଦେବ ଏସୟୁଜେ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ) : ବଡ଼ ଖବର ସାମ୍ବାଦିକ ଜ୍ୟୋତି ରଞ୍ଜନ ମହାପାତ୍ରଙ୍କ ଉପରକୁ ହୋଇଥିବା ଆକ୍ରମଣକୁ ସବୁଆଡୁ ନିନ୍ଦା ଓ ପ୍ରତିବାଦ କରାଯାଉଛି। ଶନିବାର ବିଳମ୍ବିତ ରାତ୍ରରେ ଭୁବନେଶ୍ୱର ମଂଚେଶ୍ଵର ଥାନାର ସୈନିକ ସ୍କୁଲ ପଛପଟେ ଥିବା ଡମ୍ପିଂ ୟାର୍ଡ ଛକରେ ନିଜର କର୍ତ୍ତବ୍ୟ ସମ୍ପାଦନ କରି ଘରକୁ ଫେରୁଥିବା ବେଳେ ଜ୍ୟୋତିଙ୍କୁ ୪ ଜଣ ଅସାମାଜିକ ଯୁବକ ମରଣାନ୍ତକ ଆକ୍ରମଣ କରିଥିଲେ। ଘଟଣାର ୨୪ ଘଣ୍ଟା ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରି ନାହିଁ। ଏହି ଘଟଣା କୁ ଏସୟୁଜେ ଓଡ଼ିଶା ତୀବ୍ର ନିନ୍ଦା କରିଛି। ସାମ୍ବାଦିକଙ୍କ ଉପରେ ଆକ୍ରମଣ ପ୍ରତିବାଦରେ ସଂଗଠନର ଜିଲ୍ଲା ଶାଖା ପକ୍ଷରୁ ସ୍ଥାନୀୟ ଏସପିଙ୍କ ଜରିଆରେ ଆସନ୍ତା କାଲି ଦାବିପତ୍ର ପ୍ରଦାନକରିବାକୁ ଆହ୍ବାନ ଦେଇଛି ସଂଘ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର