Masthead

ଆରମ୍ଭ ହେଲା ସୁଜଳ ଯୋଜନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ମିଶନ ‘ସୁଜଳ’ ଯୋଜନାକୁ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ଓ ପୁରୀର ୧୨ଟି ସ୍ଥାନରେ ଟ୍ୟାପ୍ ଯୋଗେ ବିଶୁଦ୍ଧ ପିଇବା ପାଣି ଲୋକାର୍ପିତ ହୋଇଥିବା ବେଳେ ୧ ଲକ୍ଷ ୮୦ ହଜାର ଲୋକ ଉପକୃତ ହେବେ । ରାଜ୍ୟର ୪ଟି ସହର ଭୁବନେଶ୍ୱର, ପୁରୀ, ରାଉରକେଲା ଓ ବ୍ରହ୍ମପୁରରେ ୩ ଲକ୍ଷ ଗୃହକୁ ପାନୀୟ ଜଳ ଯୋଗାଣ ପାଇଁ ମିଟର ସଂଯୋଗ ହୋଇଛି । ଏଥିରେ ଉପକୃତ ହେବେ ୨୨ ଲକ୍ଷ ଲୋକ । ରାଜ୍ୟର ୧୫ଟି ସହରରେ ଟ୍ୟାପ୍ ସଂଯୋଗର ବ୍ୟବସ୍ଥା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ