Masthead

ଆରମ୍ଭ ହେଲା ସୁଜଳ ଯୋଜନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ମିଶନ ‘ସୁଜଳ’ ଯୋଜନାକୁ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ଓ ପୁରୀର ୧୨ଟି ସ୍ଥାନରେ ଟ୍ୟାପ୍ ଯୋଗେ ବିଶୁଦ୍ଧ ପିଇବା ପାଣି ଲୋକାର୍ପିତ ହୋଇଥିବା ବେଳେ ୧ ଲକ୍ଷ ୮୦ ହଜାର ଲୋକ ଉପକୃତ ହେବେ । ରାଜ୍ୟର ୪ଟି ସହର ଭୁବନେଶ୍ୱର, ପୁରୀ, ରାଉରକେଲା ଓ ବ୍ରହ୍ମପୁରରେ ୩ ଲକ୍ଷ ଗୃହକୁ ପାନୀୟ ଜଳ ଯୋଗାଣ ପାଇଁ ମିଟର ସଂଯୋଗ ହୋଇଛି । ଏଥିରେ ଉପକୃତ ହେବେ ୨୨ ଲକ୍ଷ ଲୋକ । ରାଜ୍ୟର ୧୫ଟି ସହରରେ ଟ୍ୟାପ୍ ସଂଯୋଗର ବ୍ୟବସ୍ଥା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା