Masthead

ବିଜେଡି ଛାଡିଲେ ସୁଜିତ କୁମାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ପଠାଇଦେଇଛନ୍ତି। ସୁଜିତ ବିଜେଡିର ଜଣେ ଟାଣୁଆ ନେତା ଥିଲେ। ଅନ୍ୟପକ୍ଷରେ ସୁଜିତ କୁମାରଙ୍କୁ ଦଳରୁ ବହିଷ୍କାର କରିଛି ବିଜେଡି। ଦଳ ତାଙ୍କୁ ବିରୋଧୀ କାର୍ୟ୍ୟ ପାଇଁ ବହିଷ୍କାର କରାଯାଇଥିବା ପ୍ରେସ ରିଲିଜ୍‌ରେ ସୂଚନା ଦିଆଯାଇଛି। ସୁଜିତ ବିଜେଡି ଛାଡ଼ିବା ପରେ ସେ ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଛି।

ବିଜେଡିରୁ ବହିଷ୍କାର ପରେ ବିଜେପି ଅଫିସରେ ସୁଜିତ କୁମାର । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପହଞ୍ଚିଲେ ସୁଜିତ କୁମାର । ଅଳ୍ପ ସମୟ ପରେ ସୁଜିତ କୁମାର ବିଜେପିରେ ଯୋଗଦେଇପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ