Masthead

ବିଜେଡିରେ ସାମିଲ ହେଲେ ନୀଳଗିରି ବିଧାୟକ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରେ ସାମିଲ ହେଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ । ବିଜେପିରୁ ଇସ୍ତଫା ଦେବା ସହ ବିଜେଡିକୁ ସାମିଲ ହୋଇଛନ୍ତି ସୁକାନ୍ତ । ହଜାର ହଜାର ସମର୍ଥକଙ୍କ ଗହଣରେ ଶଙ୍ଖଭବନରେ ପହଞ୍ଚି ବିଜେଡିରେ ଯୋଗ ଦେଇଛନ୍ତି । ବିଜେପିରୁ ବିଧାୟକ ଭାବେ ନିର୍ବାଚିତ ହେବା ପୂର୍ବରୁ ୨୦୧୪ରେ ବିଜେଡି ଟିକେଟରେ ବିଧାୟକ ହୋଇଥିଲେ ସୁକାନ୍ତ ।

ତେବେ ୨୦୧୯ରେ ସୁକାନ୍ତଙ୍କ ଟିକେଟ କାଟିଥିଲା ବିଜେଡି । ତେଣୁ ବିଜେପିରେ ଯୋଗ ଦେବା ସହ ଟିକେଟ ନେଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । କିନ୍ତୁ ୨୦୨୪ ନିର୍ବାଚନ ପୂର୍ବରୁ ଘରବାହୁଡା କରିଛନ୍ତି ସୁକାନ୍ତ । ନୀଳଗିରିରୁ ପୁଣିଥରେ ସୁକାନ୍ତଙ୍କୁ ପ୍ରାର୍ଥୀ କରାଯିବା ନେଇ ଚର୍ଚ୍ଚା ହେଉଛି । କେବଳ ଘୋଷଣାକୁ ଅପେକ୍ଷା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା