Masthead

‘ମୁଁଁ ଇସ୍ତଫା ଦେଇନାହିଁ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହିମାଚଳରେ ଲାଗିରହିଛି ରାଜନୈତିକ ହଟଚମଟ । ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ପଦରୁ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଥିଲା । କିନ୍ତୁ ଏହାକୁ ଖଣ୍ଡନ କରିଛନ୍ତି ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ । ସେ କହିଛନ୍ତି ମୁଁ ଇସ୍ତଫା ଦେଇ ନାହିଁ ।

କିଛି ମିଡିଆ ହାଉସରେ ଖବର ରହିଛି ଯେ ସିଏମ୍ ଇସ୍ତଫା ଦେଇଛନ୍ତି। ମୁଁ ସ୍ପଷ୍ଟ କରିବାକୁ ଚାହୁଁଛି ଯେ ମୁଁ ଇସ୍ତଫା ଦେଇ ନାହିଁ। ମୁଁ ଜଣେ ଯୋଦ୍ଧା। ବଜେଟ୍ ଅଧିବେଶନ ସମୟରେ ଆମେ ଆମର ସଂଖ୍ୟାଗରିଷ୍ଠତା ପ୍ରମାଣ କରିବୁ। ମୁଁ ଏହା ମଧ୍ୟ ସ୍ପଷ୍ଟ କରିବାକୁ ଚାହୁଁଛି ଯେ କଂଗ୍ରେସ ସରକାର ଏହାର ୫ବର୍ଷର କାର୍ଯ୍ୟକାଳ ସମ୍ପୂର୍ଣ୍ଣ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ