Masthead

ସୁକିନ୍ଦା ବିଧାୟକଙ୍କୁ କରୋନା

ସୁକିନ୍ଦା, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ କମିବାରେ ନା ନେଉନଥିବା ବେଳେ ମଙ୍ଗଳବାର ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନ ଘଡାଇଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଛି। ଏ ସଂପର୍କରେ ବିଧାୟକ ପ୍ରୀତିରଞ୍ଜନ ଘଡାଇ ସାମାଜିକ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି। ସେ ସାମାଜିକ ଗଣମାଧ୍ୟମରେ ଲେଖିଛନ୍ତି ଯେ, ‘ମୋଠାରେ କରୋନାର କୌଣସି ଲକ୍ଷଣ ନଥିଲେ ବି, ଯେହେତୁ ମୋ ସ୍ୱାବ ଟେଷ୍ଟରେ ପଜିଟିଭି ଆସିଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ଦୁଇ ସପ୍ତାହ ପାଇଁ ସଙ୍ଗରୋଧ କେନ୍ଦ୍ରରେ ରହିବି’ ।

ବିଧାୟକଙ୍କୁ କରୋନା ହେଇଥିବା ଖବର ଜାଣିବା ପରେ ସୁକିନ୍ଦା ଅଞ୍ଚଳରେ ତାଙ୍କ ଆଶୁ ଆରୋଗ୍ୟ କାମନା କରି ବିଭିନ୍ନ ମନ୍ଦିରରେ ଆଜି ସନ୍ଧ୍ୟାରେ ସମର୍ଥକମାନେ ଦିପ ପ୍ରଜ୍ୱଳନ କରିଛନ୍ତି । ଅନ୍ୟପଟେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ଗଣେଷି ଲାଲ୍ ମଧ୍ୟ ଟୁଇଟ୍ ଜରିଆରେ ବିଧାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ