Masthead

ପଞ୍ଚାୟତର ଆୟ ବୃଦ୍ଧି ବୈଠକ

ସୁକିନ୍ଦା(ବଡ଼ ଖବର ବ୍ୟୁରୋ) :ସୁକିନ୍ଦା ପଞ୍ଚାୟତର ଆୟ ବୃଦ୍ଧି ପାଇଁ ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇଙ୍କ ଅଧକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ମାଛଚାଷ କରି ଆୟ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି। ସୁକିନ୍ଦା ବ୍ଲକ ଏବଂ ଦାନଗଦୀ ବ୍ଲକର ପ୍ରତି ପଞ୍ଚାୟତରେ ୪ ଟି ଲେଖାଏଁ ପୋଖରୀକୁ ପୁନରୁଦ୍ଧାର କରାଯିବା ସହ ନରେଗାର ଅର୍ଥ ଏବଂ ଜିଲ୍ଲା ଖଣିଜ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପ୍ରତି ପୋଖରୀ ପାଇଁ ବିନିଯୋଗ ହେବ। ସେହି ପୋଖରୀକୁ ନିଲାମ କରାଯାଇ ଆୟ ବୃଦ୍ଧି କରାଯାଇ ପାରିବ ବୋଲି ବିଧାୟକ କହିଛନ୍ତି। ପୋଖରୀ ଚାରିପାଖରେ ନଡି଼ଆଗଛ ଓ ଅନ୍ୟ ଗଛ ଲଗାଯାଇ ପରିବେଶ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ