ଜମି ଅଧିଗ୍ରହଣକୁ ନେଇ ଆଦିବାସୀଙ୍କ ବିରୋଧ

ସୁକିନ୍ଦା (ବଡ଼ ଖବର ବ୍ୟୁରୋ):ଅଶାନ୍ତ କଳିଙ୍ଗନଗର । ଜମି ଅଧିଗ୍ରହଣକୁ ନେଇ ଆଦିବାସୀଙ୍କ ବିରୋଧ । ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ବୀର ଭୂମି ଆମ୍ବଗାଡିଆ ଠାରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ଓପିଟିସିଏଲ ଜମି ଅଧିଗ୍ରହଣ କରୁଥିବା ବେଳେ ସ୍ଥାନୀୟ ଆଦିବାସୀମାନେ ବିରୋଧ କରିଛନ୍ତି । ଯାହାକୁ ନେଇ ପୋଲସି ସହ ଆଦିବାସୀଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଛି । ଯେଉଁ ସ୍ଥାନରେ ଗୁଳି କାଣ୍ଡ ହେଇଥିଲା ସେହି ସ୍ଥାନରେ ପୋଲିସ ସହ ଆଦିବାସୀ ମୁହାଁମୁହିଁ ହୋଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’