ବନ୍ଦ ହେବ ସନ୍ ହସ୍ପିଟାଲ

କଟକ (ବଡ଼ ଖବର ବ୍ୟୁରୋ): ବନ୍ଦ ହେବ କଟକ ସନ୍ ହସ୍ପିଟାଲ । କଟକ ସନ ହସସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଏହି କାର୍ଯ୍ୟାନୁୁଷ୍ଠାନ ଗ୍ରହଣ କରାଯାଇଛି । ହସ୍ପିଟାଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲା ଜିଲ୍ଲା ପ୍ରଶାସନ । ନିୟମ ଉଲଂଘନ କରି ମେଡ଼ିକାଲ ଚାଲୁଥିବାରୁ ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲା ପ୍ରଶାସନ । ଗତ ୨ ତାରିଖରେ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା ।

ବିନା ଅଗ୍ନିନିରାପତା ସାର୍ଟିଫିକେଟରେ ଚାଲୁଥିଲା ଏହି ହସ୍ପିଟାଲ । ଏ ସଂପର୍କରେ ପ୍ରଶାସନ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା । ତେବେ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଉତ୍ତର ସନ୍ତୋଷଜନକ ନ ହେବାରୁ ପ୍ରଶାସନ ପକ୍ଷରୁ ହସ୍ପିଟାଲକୁ ସାମୟିକ ଭାବେ ବନ୍ଦ କରି ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’