Masthead

ସୂର୍ଯ୍ୟମନ୍ଦିର ଆନ୍ଦୋଳନ

କୋଣାର୍କ(ବଡ଼ ଖବର ବ୍ୟୁରୋ): ବିଶ୍ଵ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିର ଆନ୍ଦୋଳନର ସୁରକ୍ଷା ଓ ସଂରକ୍ଷଣ ପାଇଁ ଦୀର୍ଘ ୨୫ ବର୍ଷ ଧରି କୋଣାର୍କ ସୁରକ୍ଷା ସମିତି ପକ୍ଷରୁ ଜାରି ରହିଛି ଆନ୍ଦୋଳନ। ପ୍ରତିବର୍ଷ ନଭେମ୍ବର ୧୭ରେ ହୋଇ ଆସୁଛି ଆନ୍ଦୋଳନ ।ସୂର୍ଯ୍ୟମନ୍ଦିରକୁ ପ୍ରତି ଶନିବାର ପ୍ରବେଶ ଶୁଳ୍କ ଛାଡ଼, ଭବ୍ୟ ନବଗ୍ରହ ମନ୍ଦିର ନିର୍ମାଣ ଦାବି ଏବଂ ସ୍ଥାନୀୟ ବ୍ୟବସାୟୀଙ୍କୁ ସ୍ଥାୟୀ ଥଇଥାନ ଦାବିରେ ଏହି ବିକ୍ଷୋଭ ଦୀର୍ଘ ୨୫ ବର୍ଷ ଧରି ଜାରି ରହିଛି। ଚଳିତ ବର୍ଷ କୋଭିଡ କଟକଣା ମଧ୍ୟରେ ଆଜି ପୂର୍ବାହ୍ନରେ କୋଣାର୍କ ସୁରକ୍ଷା ସମିତି ପକ୍ଷରୁ ଶୋଭାଯାତ୍ରା ମନ୍ଦିର ପରିକ୍ରମା କରିଥିଲା । ପରେ ଶୋଭାଯାତ୍ରାକାରୀମାନେ ମନ୍ଦିର ମୁଖ୍ୟ ଗେଟ ସମ୍ମୁଖରେ ନାରାବାଜି କରିଥିଲେ । ପରେ ସୁରକ୍ଷା ସମିତିର ସଦସ୍ୟମାନେ ମନ୍ଦିର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଦାବିଗୁଡ଼ିକ ଉପସ୍ଥାପନ କରିଥିଲେ। ଘଟଣାସ୍ଥଳରେ କୋଣାର୍କ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସ୍ଥାନୀୟ ତହସିଲଦାର ପହଁଚି ସୁରକ୍ଷା ସମିତିର ଦାବିପତ୍ର ଗ୍ରହଣ କରିବା ସହିତ ଖୁବଶୀଘ୍ର ଦାବି ପୂରଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା