ବିଜେଡି ଛାଡ଼ିଲେ ସୁନନ୍ଦା ଦାସ

ବରୀ (ବଡ଼ ଖବର ବ୍ୟୁରୋ): ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର। ୫ ମାସ ହେଲା ଦଳରେ ଅଣଦେଖା ହେଉଥିବା ଅଭିଯୋଗ ଆଣିଲେ ସୁନନ୍ଦା । ୨୦୧୯ ରୁ ୨୦୨୪ ଯାଏଁ ବରୀରେ ବିଧାୟିକା ଭାବେ ଥିଲେ ସୁନନ୍ଦା। ଜଣେ ସ୍ବାର୍ଥବାଦୀ ନେତ୍ରୀ ଭାବେ ବରୀରେ ବେଶ ସୁନାମ ଅର୍ଜନ କରିଛନ୍ତି । ୫ ବର୍ଷ କାର୍ଯ୍ୟକାଳ ଭିତରେ ବରୀ ପାଇଁ ସେପରି ଆଖି ଦୃଶିୟା କାମ କରି ନାହାନ୍ତି ସୁନନ୍ଦା। ନିଜର ରାଜନୈତିକ ଜୀବନ ଓ ସ୍ୱାର୍ଥ ପାଇଁ ବିଜେଡି ଛାଡିଛନ୍ତି ବୋଲି ବରୀରେ ବେଶ ଆଲୋଚନା ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ