Masthead

ଫସଲ ନଷ୍ଟ କଲେ ହାତୀ

ସୁନ୍ଦରଗଡ(ବଡ଼ ଖବର ବୁରୋ): ସୁନ୍ଦରଗଡ ଜିଲ୍ଲା ବଣାଇ ଉପଖଣ୍ଡର ଗୁରୁଣ୍ଡିଆ ବ୍ଲକର ଜର୍ଡ଼ା ରେଞ୍ଜର କୁଣ୍ଡେଇଢିଆ , ଲଚଡ଼ା, ବାଲିଆ,ଅଞ୍ଚଳରେ ଲାଗିରହିଛି ହାତୀ ଉପଦ୍ରବ । ୩୦ଟିକିଆ ହାତୀପଲ ଗାଁ ମୁହାଁ ହୋଇଥିଲେ । ଗ୍ରାମବାସୀ ଭୟଭୀତ ହୋଇପଡିଥିଲେ । ବନବିଭାଗ କର୍ମଚାରୀମାନେ ଆସି ହାତୀପଲ ଘଉଡ଼ାଇ ଥିଲେ । ହାତୀମାନେ ଏକର ଏକର ଧାନଫସଲ ଓ ପନିପରିବା ନଷ୍ଟ କରିଦେଇଥିବାରୁ ଚାଷୀଙ୍କ ଚିନ୍ତା ବଢିଯାଇଛି । ହାତୀପଲ ଏବେ ବଣାଇ ରେଞ୍ଜର ଅଞ୍ଚଳରେ ଅଛନ୍ତି । କ୍ଷତିପୂରଣ ପାଇଁ ଚାଷୀମାନେ ଦାବି କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼