Masthead

ଥାନା ସାମ୍ନାରେ ଧାରଣାରେ ବସିଲେ ଜୁଏଲ ଓରାମ

ସୁନ୍ଦରଗଡ଼(ବଡ଼ ଖବର ବ୍ୟୁରୋ): ଥାନା ସାମ୍ନାରେ ଧାରଣାରେ ବସିଲେ ଜୁଏଲ ଓରାମ । ଓରାମ ସମାଜ ପକ୍ଷରୁ ସୁନ୍ଦରଗଡ଼ ସଦର ଥାନା ଘେରାଉ ବେଳେ ଏଥିରେ ସାମିଲ ହୋଇଛନ୍ତି ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ । ଗତମାସ ସୁନ୍ଦରଗଡ କରମଡିହିଠାରେ କରମା ପୂଜାସ୍ଥଳୀ ଭଙ୍ଗାରୁଜା ଓ ଲୋକଙ୍କୁ ମାଡପିଟ୍ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ଥାନା ଘେରାଉ କରିଛନ୍ତି ଓରାମ ସମାଜ । ଧାରଣାରେ ଓରାମ ସମାଜର ବହୁ ସଂଖ୍ୟାରେ ମହିଳା ଓ ପୁରୁଷ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା