Masthead

ସୁନ୍ଦରୀପାଇଁ ପାଇଁ ଚିନ୍ତା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୁନ୍ଦରୀକୁ ମନେପକାଇଲେ ମୁଖ୍ୟମନ୍ତ୍ରୀ । ମଧ୍ୟପ୍ରଦେଶରୁ ଓଡିଶାକୁ ଆସିଥିବା ବାଘୁଣୀ ସୁନ୍ଦରୀର ସ୍ୱାସ୍ଥ୍ୟବସ୍ଥା ନେଇ ଚିନ୍ତାପ୍ରକଟ କରିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ । ସୁନ୍ଦରୀର ଯତ୍ନ ନେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ଶିବରାଜ ସିଂ ଚୌହାନ । ବାଘୁଣୀକୁ ଅନୁକୂଳ ପରିବେଶ ଦେବା ପାଇଁ ଚିଠିରେ ଉଲ୍ଲେଖ ରହିଛି । କାହ୍ନା ଟାଇଗର ରିଜର୍ଭକୁ ଫେରିବା ଯାଏ ତାର ଦେଖାଶୁଣା କରିବା ପାଇଁ କହିଛନ୍ତି ଶିବରାଜ । ୨୦୧୮ ମସିହାରେ ମଧ୍ୟପ୍ରଦେଶରୁ ୨ଟି ବାଘ ଓଡିଶାକୁ ଅଣାଯାଇଥିଲା । ଟାଇଗର ମହାବୀର ମୃତ୍ୟୁପରେ ଏକୁଟିଆ ହୋଇଯାଇଛି ସୁନ୍ଦରୀ । ଏହାପରେ ତାଙ୍କୁ ଏନ୍କେଲାଜରରେ ରଖାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’