Masthead

କରୋନା କାଳରେ ରବିବାର ପାଠପଢା ବନ୍ଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏପ୍ରିଲରୁ ସ୍କୁଲରେ ରବିବାର କ୍ଲାସ୍ ବନ୍ଦ ।  ରିଭିଜନ କ୍ଲାସ୍ ଚାଲିବ । ରବିବାର କ୍ଲାସ୍ ହେବନି। ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । କୋର୍ସ ଶେଷ ହୋଇ ଆସିଲାଣି ବୋଲି ମନ୍ତ୍ରୀ କହିଛନ୍ତି, । ତେଣୁ ରେଗୁଲାର କ୍ଲାସ୍ ଆବଶ୍ୟକ ନାହିଁ। ପିଲାଙ୍କ ସଂଖ୍ୟା ମଧ୍ୟ ସ୍କୁଲରେ ଧୀରେ ଧୀରେ କମିବାକୁ ଲାଗିଲାଣି। ଏବେ ସେଲ୍ଫଷ୍ଟଡି ଉପରେ ପିଲାମାନେ ଗୁରୁତ୍ୱ ଦେଉଛନ୍ତି।

କିଛିଦିନ ତଳେ ସକାଳୁଆ ସ୍କୁଲରେ ସମୟ ବଦଳିଥିଲା। ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ ୭ରୁ ୯ଟା ପର୍ଯ୍ୟନ୍ତ କ୍ଲାସ୍ ହେବାନେଇ ନିଷ୍ପତ୍ତି ନିଆଯାଇଥିବା ବେଳେ ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସକାଳ ୮ରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲ୍ ଚାଲିବ ବୋଲି ଗଣଶିକ୍ଷା ବିଭାଗ ସୂଚନା ଦେଇଥିଲା। ପୂର୍ବରୁ ସକାଳ ୭ରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ ବୋଲି ନିଷ୍ପତ୍ତି ହୋଇଥିଲା। ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଚାଲିଥିବା ସ୍କୁଲ ସମୟ ବଦଳିବା ନେଇ ମଧ୍ୟ ପୂର୍ବରୁ ଚର୍ଚ୍ଚା ହେଉଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ