Masthead

କରୋନାରେ ଆଖିବୁଜିଲେ ବିଶିଷ୍ଟ ଶିଳ୍ପପତି ତଥା ଦୈନିକ ‘ଈଶ୍ୱର’ର ପରିଚାଳନା ସମ୍ପାଦକ ସୁନୀଲ ମହାପାତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଉରକେଲାର ବିଶିଷ୍ଟ ଶିଳ୍ପପତି ତଥା ଦୈନିକ ‘ଈଶ୍ୱର’ର ପରିଚାଳନା ସମ୍ପାଦକ ସୁନୀଲ ମହାପାତ୍ରଙ୍କ ପରଲୋକ ଘଟିଛି । କରୋନାରେ ଆକ୍ରାନ୍ତ ଶ୍ରୀ ମହାପାତ୍ର ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କୁ ୬୩ ବର୍ଷ ହୋଇଥିଲା ।

ସେ ବିଶିଷ୍ଟ ସାହିତ୍ୟିକ ଖଗେଶ୍ୱର ମହାପାତ୍ରଙ୍କ ପୁତ୍ର ଏବଂ ବରିଷ୍ଠ ଲେଖିଲା ତଥା ଦୈନିକ ‘ଈଶ୍ୱର’ର ପ୍ରକାଶକ ସମ୍ପାଦିକା ମଞ୍ଜୁ ନାୟକଙ୍କ ସ୍ୱାମୀ । ସେ କରୋନା ସଂକ୍ରମିତ ଥିବାରୁ ବିଏମସି ପକ୍ଷରୁ ସତ୍ୟ ନଗର ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା । ପୁତ୍ର ସ୍ୱୟଂ ମହାପାତ୍ର ମୁଖାଗ୍ନି ଦେଇଥିଲେ । ତାଙ୍କର ଆକସ୍ମିକ ମୃତ୍ୟୁ ଖବର କାଗଜ ଦୁନିଆ ସହ ସେ ଜଡ଼ିତ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନ, ବ୍ୟାଙ୍କ ତଥା ଶୁଭେଚ୍ଛୁ ବନ୍ଧୁମାନଙ୍କ ମଧ୍ୟରେ ଶୋକୟ ଛାୟା ଖେଳିଯାଇଛି । ସେ ଜଣେ ଅତ୍ୟନ୍ତ ଭଦ୍ର, ଅମାୟିକ, ପରୋଉପକାରୀ ବ୍ୟକ୍ତି ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି