Masthead

ସିକିମରୁ ଆସିଲା ” ବଡ଼ ଖବର “କୁ ସହାୟତା

ସୁକିନ୍ଦା(ବଡ଼ ଖବର ବ୍ୟୁରୋ): ବଡ଼ ଖବର ର ବଡ଼ ଅଭିଯାନ ହେଲ୍ପ “ବଡ଼ ଖବର ରେ ଏବେ ଖାଲି ଆମ ରାଜ୍ୟ ନୁହେଁ ରାଜ୍ୟ ବାହାରେ ରହୁଥିବା ଓଡ଼ିଆ ଭାଇମାନେବି ସାମିଲି ହୋଇଛନ୍ତି। ଓଡ଼ଶାର ସ୍ବଭିମାନ ଓ ଓଡ଼ିଆଙ୍କ ହକ୍ ପାଇ କହୁଥିବା ବଡ଼ ଖବରକୁ ଏବେ ସିକିମରେ ରହୁଥିବା ଓଡ଼ିଆ ଭାଇଜଣେ ବଢାଇଛନ୍ତି ସହାୟତାର ହାତ । ଯାଜପୁର ଜିଲ୍ଲା ସୁକିନ୍ଦା ବନ୍ଧଗାଁ ଅଂଚଳରୁ ସିକିମରେ ଏକ ମେଡିସିନ୍ କମ୍ପାନୀରେ ଚାକିରି କରିଥିବା ଅଭିଳାଶ ମହାନ୍ତ “ବଡ଼ ଖବର”କୁ ବଢାଇଛନ୍ତି ସହାୟତାର ହାତ ।

କିଛି ଦିନ ତଳେ ମହାପ୍ରଭୁ ଜଗତର ନାଥ ଜଗନ୍ନାଥଙ୍କ ଧାମ ପୁରୀ ବଡ଼ଦାଣ୍ତରେ “ବଡ଼ ଖବର” ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ ପହଞ୍ଚି ଲୋକଙ୍କ ଚ୍ୟାନେଲ୍ “ବଡ଼ ଖବର” ଚାଲିବାକୁ ଲୋକଙ୍କ ସହାୟତା ମାଗିଥିଲେ । ଯେହେତୁ ବଡ଼ ଖବର” ଲୋକଙ୍କ ଚ୍ୟାନେଲ ଏହା ପଛରେ କୌଣସି ପଇସା ବାଲା ନାହାନ୍ତି । ଏହାର ଚାଲିବା ଦାୟତ୍ବ ଲୋକ ମାନଙ୍କର ବୋଲି ” ବଡ଼ ଖବର “ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ