Masthead

ହାଇକୋର୍ଟରେ ଆବେଦନ କରନ୍ତୁ ରେସଲର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୁସ୍ତିଯୋଦ୍ଧାଙ୍କୁ ନିରାଶ କଲେ ସୁପ୍ରିମକୋର୍ଟ । ମାମଲାର ବିଚାର ପାଇଁ ତଳ କୋର୍ଟ କିମ୍ବା ହାଇକୋର୍ଟ ଯିବାକୁ କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଭାରତୀୟ କୁସ୍ତିସଂଘର ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଧାରଣାରେ ବସିଥିବା କୁସ୍ତିଯୋଦ୍ଧାଙ୍କୁ ହାଇକୋର୍ଟକୁ ଯିବାକୁ ଆବେଦନକାରୀଙ୍କୁ ପରାମର୍ଶ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଦିଲ୍ଲୀ ପୋଲିସକୁ କଟାକ୍ଷ କରିଛନ୍ତି କୋର୍ଟ । କୋର୍ଟ କହିଛନ୍ତି କାହିଁକି, ଏପର୍ଯ୍ୟନ୍ତ କାହିଁକି ସମସ୍ତ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇ ନାହିଁ । କେବେ ଏମାନଙ୍କ ବୟାନ ମାଜିଷ୍ଟେଟଙ୍କ ସାମ୍ନାରେ ରେକର୍ଡ କରାଯିବ ବୋଲି ଦିଲ୍ଲୀ ପୋଲିସକୁ ପ୍ରଶ୍ନ କରିଛନ୍ତି କୋର୍ଟ । ଅଭିଯୋଗକାରୀମାନେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ଦିଲ୍ଲୀ ପୋଲିସ ଠିକ୍ ଭାବେ ମାମଲାର ଯାଂଚ କରୁନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା