Masthead

ହାଇକୋର୍ଟରେ ଆବେଦନ କରନ୍ତୁ ରେସଲର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୁସ୍ତିଯୋଦ୍ଧାଙ୍କୁ ନିରାଶ କଲେ ସୁପ୍ରିମକୋର୍ଟ । ମାମଲାର ବିଚାର ପାଇଁ ତଳ କୋର୍ଟ କିମ୍ବା ହାଇକୋର୍ଟ ଯିବାକୁ କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଭାରତୀୟ କୁସ୍ତିସଂଘର ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଧାରଣାରେ ବସିଥିବା କୁସ୍ତିଯୋଦ୍ଧାଙ୍କୁ ହାଇକୋର୍ଟକୁ ଯିବାକୁ ଆବେଦନକାରୀଙ୍କୁ ପରାମର୍ଶ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଦିଲ୍ଲୀ ପୋଲିସକୁ କଟାକ୍ଷ କରିଛନ୍ତି କୋର୍ଟ । କୋର୍ଟ କହିଛନ୍ତି କାହିଁକି, ଏପର୍ଯ୍ୟନ୍ତ କାହିଁକି ସମସ୍ତ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇ ନାହିଁ । କେବେ ଏମାନଙ୍କ ବୟାନ ମାଜିଷ୍ଟେଟଙ୍କ ସାମ୍ନାରେ ରେକର୍ଡ କରାଯିବ ବୋଲି ଦିଲ୍ଲୀ ପୋଲିସକୁ ପ୍ରଶ୍ନ କରିଛନ୍ତି କୋର୍ଟ । ଅଭିଯୋଗକାରୀମାନେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ଦିଲ୍ଲୀ ପୋଲିସ ଠିକ୍ ଭାବେ ମାମଲାର ଯାଂଚ କରୁନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା