Masthead

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼। ଆସନ୍ତାକାଲି କଟକ ଜୁଡିସିଆଲ ଏକାଡେମୀ ରେ ହେବାକୁ ଥିବା ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ ପେପର ଲେସ କୋର୍ଟ ସମ୍ମିଳନୀରେ ଯୋଗ ଦେବେ ପ୍ରଧାନ ବିଚାରପତି। ଏହି ସମ୍ମିଳନୀରେ ଦେଶର ବିଭିନ୍ନ ହାଇକୋର୍ଟର ବିଚାରପତି ମାନେ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି।  ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା