କେଜ୍ରିୱାଲଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଜାମିନ । ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ଦେଲେ ସୁପ୍ରିମକୋର୍ଟ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମାର୍ଚ୍ଚ ୨୧ରେ କେଜ୍ରିୱାଲଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଅନ୍ତରୀଣ ଜାମିନ ପ୍ରଦାନ କରିବା ସହ ଆସନ୍ତା ଜୁନ୍ ୨ ତାରିଖରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଅନ୍ତରୀଣ ଜାମିନ ପାଇବା ପରେ କେଜ୍ରିୱାଲ ଏବେ ଆପ୍ ପାଇଁ ପ୍ରଚାର କରିବେ । ଏହାପୂର୍ବରୁ ନିର୍ବାଚନ ପ୍ରଚାର ପାଇଁ କେଜ୍ରିୱାଲଙ୍କୁ ଜାମିନ ଦିଆଯିବା ପ୍ରସଙ୍ଗକୁ ଜୋରଦାର ବିରୋଧ କରିଥିଲା ଇଡି ।

ତେବେ ନିର୍ବାଚନ ଆଧାରରେ କେଜ୍ରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିବାକୁ ଇଡି ବିରୋଧ କରିଛି ଏବଂ ସେମିତି କିଛି ପ୍ରାବଧାନ ନ ଥିବା କହିଛି। ଏହାର ଜବାବରେ କୋର୍ଟ କହିଥିଲେ କି, ୨୧ ଦିନ ପାଇଁ କେଜ୍ରିୱାଲ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିବା ଦ୍ୱାରା କୌଣସି ପରିବର୍ତ୍ତନ ହେବ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’