Masthead

ଚିଟଫଣ୍ଡ ଦୁର୍ନୀତି ମାମଲାର ସୁପ୍ରିମ ଶୁଣାଣି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ସୁପ୍ରିମକୋର୍ଟରେ ବହୁଚର୍ଚ୍ଚିତ ଚିଟଫଣ୍ଡ ଦୁର୍ନୀତି ମାମଲାର ଶୁଣାଣି ହେବ । ଜମାକାରୀଙ୍କ ଟଙ୍କା ଫେରସ୍ତ ନେଇ ଆସିପାରେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ । ଜାନୁଆରୀ ୧୬ ତାରିଖରେ ମାମଲାର ଶୁଣାଣି ହୋଇଥିଲା । ଜମାକାରୀଙ୍କୁ ଟଙ୍କା କାହିଁକି ଫେରସ୍ତ କରାଯାଇନାହିଁ, ସେ ନେଇ ୨ ସପ୍ତାହ ମଧ୍ୟରେ ଜବାବ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ମାତ୍ର ଏଯାଏ ସୁପ୍ରିମକୋର୍ଟଙ୍କ ପାଖରେ ଜବାବ ଦାଖଲ କରାଯାଇନାହିଁ । ବିଚାରପତି ଏମଆର ଶାହା ଓ ବିଚାରପତି ସିଟି ରବି କୁମାରଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିବେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ