Masthead

ସମଲିଙ୍ଗୀ ବିବାହକୁ କେନ୍ଦ୍ରର ବିରୋଧ, ଆଜି ସୁପ୍ରିମ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସମଲିଙ୍ଗୀ ବିବାହକୁ ମାନ୍ୟତା ଦେବା ପାଇଁ ଦାଖଲ କରାଯାଇଥିବା ପିଟିସନ ଉପରେ ସୁପ୍ରିମ୍‌କୋର୍ଟ ଆଜି ଶୁଣାଣି କରିବେ। ପ୍ରଧାନବିଚାରପତି ଡିୱାଇ ଚନ୍ଦ୍ରଚୂଡ଼, ନ୍ୟାୟାଧୀଶ ପିଏସ୍ ନରସିଂହ ଓ ଜେବି ପାରଦିୱାଲାଙ୍କ ବେଞ୍ଚରେ ଏହା ଉପରେ ଶୁଣାଣି ହେବ। କେନ୍ଦ୍ର ସରକାର ସମଲିଙ୍ଗୀ ବିବାହକୁ ବିରୋଧ କରି ସୁପ୍ରିମ୍‌କୋର୍ଟରେ ଏକ ସତ୍ୟପାଠ ଦାଖଲ କରିଛନ୍ତି।

ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ ଧାରା ୩୭୭କୁ ଅପରାଧ ଶ୍ରେଣୀରୁ ବାହାର କରି ଦିଆଗଲେ ମଧ୍ୟ ସମଲିଙ୍ଗୀ ବିବାହକୁ ମାନ୍ୟତା ଦେବାର ପ୍ରଶ୍ନ ଉଠୁନି। ତେବେ ମାନ୍ୟତା ନ ମିଳିଲେ ମଧ୍ୟ ଏ ପ୍ରକାର ସମ୍ବନ୍ଧ ବେଆଇନ ନୁହେଁ। ସମଲିଙ୍ଗୀ ବିବାହ ଭାରତୀୟ ପରମ୍ପରା-ବିରୋଧୀ। ସମାଜିକ ମହତ୍ତ୍ବ ଦୃଷ୍ଟିରୁ କେନ୍ଦ୍ର କେବଳ ପୁରୁଷ ଓ ମହିଳାଙ୍କ ବିବାହକୁ ମାନ୍ୟତା ଦେବାକୁ ଇଚ୍ଛୁକ। ଏହାଛଡ଼ା ଅନ୍ୟ କୌଣସି ପ୍ରକାର ବିବାହକୁ ମାନ୍ୟତା ଦିଆଯିବା ଉଚିତ ନୁହେଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା