Masthead

ବେଦାନ୍ତ ଓ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା

ପୁରୀ(ବଡ଼ ଖବର ବ୍ୟୁରୋ): ବେଦାନ୍ତ ଜମି ଅଧିଗ୍ରହଣ ବେଆଇନ । ପୁରୀରେ ପ୍ରସ୍ତାବିତ ବେଦାନ୍ତ ବିଶ୍ୱବିଦ୍ୟାଳୟ ମାମଲା ପ୍ରସଙ୍ଗ । ଓଡ଼ିଶା ହାଇକୋର୍ଟଙ୍କ ରାୟକୁ କାଏମ ରଖିଲେ ସୁପ୍ରିମକୋର୍ଟ । ୧୦ ହଜାର ଏକର ଜମି ଅଧିଗ୍ରହଣ ବେଆଇନ କହିଲେ ସୁପ୍ରିମକୋର୍ଟ । ବେଦାନ୍ତକୁ ୫ ଲକ୍ଷ ଟଙ୍କା ଜରିମାନା ସହ ରାଜ୍ୟ ସରକାରଙ୍କୁ ଭର୍ସନା କଲେ । ଜମିହରା ଚାଷୀଙ୍କ ପକ୍ଷରୁ ଲଢ଼ୁଥିବା ଓକିଲ ଆଦିତ୍ୟ ଦାସଙ୍କ ସୂଚନା । ସରକାରଙ୍କ ଜମି ଅଧିଗ୍ରହଣକୁ ୨୦୧୦ରେ ବେଆଇନ କହିଥିଲେ ହାଇକୋର୍ଟ । ହାଇକୋର୍ଟ ବେଆଇନ କହିବା ସହ ଚାଷୀଙ୍କ ଜମି ଫେରାଇବାକୁ କହିଥିଲେ । ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ବେଦାନ୍ତ, ରାଜ୍ୟସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ