Masthead

ହୋମଗାର୍ଡଙ୍କ ପାଇଁ ଖୁସିଖବର, ବଢ଼ିଲା ଦୈନିକ ଦରମା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହୋମଗାର୍ଡଙ୍କ ପାଇଁ ଖୁସିଖବର । ହୋମଗାର୍ଡଙ୍କ ସପକ୍ଷରେ ଆସିଲା ସୁପିମ୍ ରାୟ । ବେତନ ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି ସୁପ୍ରିମକୋର୍ଟ । ହୋମଗାର୍ଡଙ୍କ ଦୈନିକ ବେତନ ୫୩୩ ଟଙ୍କାକୁ ବୃଦ୍ଧି ନେଇ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଦୈନିକ ୫୩୩ ଟଙ୍କା ବେତନ ସପକ୍ଷରେ ହାଇକୋର୍ଟ ରାୟ ଦେଇଥିଲେ । ତା’ସହ ବର୍ଦ୍ଧିତ ବେତନ ପିଛିଲା ଭାବେ ୩ ମାସ ମଧ୍ୟରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

୨୦୧୮ ଜୁନ୍ ପହିଲାରୁ ପିଛିଲା ଭାବେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ହୋମଗାର୍ଡଙ୍କୁ ରାଜ୍ୟ ସରକାର ଦୈନିକ ୩ ଶଷ ଟଙ୍କା ଦରମା ଦେଇ ଆସୁଥିଲେ । ଅନ୍ୟପଟେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବର୍ଷକୁ ୨ ଥର ବୃଦ୍ଧି ପାଇଥାଏ। ଏହି ଭତ୍ତା କର୍ମଚାରୀଙ୍କ ବେସିକ୍‌ ସାଲାରି ସହ ଯୋଡ଼ି ହେବାସହ ସମସ୍ତ ଭତ୍ତା ପ୍ରତିଶତ ଆଧାରରେ ମିଳିଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା