Masthead

ଘୁଞ୍ଚିଲା ପୱନ ଖେରାଙ୍କ ଜାମିନ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଘୁଞ୍ଚିଲା ପୱନ ଖେରାଙ୍କ ଜାମିନ ଶୁଣାଣି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେବା ମାମଲାରେ କଂଗ୍ରେସ ନେତା ପଓ୍ବନ ଖେରାଙ୍କ ଜାମିନ ମିଆଦକୁ ସୁପ୍ରିମକୋର୍ଟ ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣିକୁ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ ପି.ଏସ୍‌. ନରସିଂହ ଏବଂ ଜେ.ବି. ପର୍ଡିଓ୍ବାଲାଙ୍କ ଖଣ୍ଡପୀଠ ମାର୍ଚ୍ଚ ୧୭କୁ ଧାର୍ଯ୍ୟ କରିଛନ୍ତି।

ଫେବୃୟାରୀରେ ମୁମ୍ବାଇରେ ଏକ ସାମ୍ବାଦିକସମ୍ମିଳନୀରେ ଖେରା ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ରାୟପୁର ଯିବା ଲାଗି ଖେରା ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚି ଥିବାବେଳେ ଆସାମ ପୋଲିସ ତାଙ୍କୁ ଗିରଫ କରିଥିଲା। ପରେ ତାଙ୍କୁ ଜାମିନ ମିଳିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା