Masthead

ନିଟ୍‌ ବିବାଦ, ଗ୍ରେସ୍ ମାର୍କ ରଦ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନିଟ୍‌ ବିବାଦ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି । ନିଟ୍‌ କାଉନ୍‌ସେଲିଂ ଉପରେ ଲାଗିବନି ରୋକ୍‌ । ୧୫୬୩ ପରୀକ୍ଷାର୍ଥୀଙ୍କ ସ୍କୋର କାର୍ଡ ରଦ୍ଦ । ପୁଣି ହେବ ପରୀକ୍ଷା ନିଟ୍‌ ୟୁଜି ରେଜଲ୍ଟ ମାମଲାକୁ ନେଇ ସୁପ୍ରିମକୋର୍ଟରେ ଦାଏର ହୋଇଥିବା ୩ ଯାଚିକାର ଶୁଣାଣି ହୋଇଛି ।

ସୁପ୍ରିମକୋର୍ଟ ଏନେଇ କହିଛନ୍ତି ଯେ, ୨୩ ଜୁନ୍‌ରେ ପୁନର୍ବାର ପରୀକ୍ଷା କରାଯିବ ଏବଂ ୩୦ ଜୁନ୍‌ରେ ଏହାର ଫଳ ପ୍ରକାଶ ପାଇବ । ଫଳରେ ଜୁଲାଇ ୬ରେ ହେବାକୁ ଥିବା କାଉନ୍‌ସେଲିଂରେ କୌଣସି ପ୍ରଭାବ ପଡ଼ିବ ନାହିଁ ବୋଲି କୋର୍ଟ କହିଛନ୍ତି । କେନ୍ଦ୍ର ସରକାର ୧୫୬୩ ଜଣ ପରୀକ୍ଷାର୍ଥୀଙ୍କ ସ୍କୋରକାର୍ଡ ରଦ୍ଦ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିବା ସୁପ୍ରାମ୍‌କୋର୍ଟଙ୍କୁ ଜଣାଇଥିଲେ । କାରଣ ସେମାନଙ୍କୁ ଗ୍ରେସ୍‌ମାର୍କ ଦିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ