Masthead

ରେସଲରଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୁସ୍ତିଯୋଦ୍ଧାଙ୍କ ଆବେଦନ ଉପରେ ଦିଲ୍ଲୀ ପୋଲିସ ଓ ସରକାରଙ୍କୁ ନୋଟିସ ଜାରି କରାଯାଇଛି । ନୋଟିସ ଜାରି କରିଛନ୍ତି ସୁପ୍ରିମକୋର୍ଟ । ମଙ୍ଗଳବାର ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଡିୱାଇ ଚନ୍ଦ୍ରଚୁଡ ଏବଂ ପିଏସ ନରସିଂହାଙ୍କ ଏକ ବେଞ୍ଚ ଏହି ମାମଲାର ଶୁଣାଣି କରିଛନ୍ତି। ଏହାକୁ ଏକ ଗୁରୁତର ବିଷୟ ବୋଲି ବର୍ଣ୍ଣନା କରି ଖେଳାଳିଙ୍କ ଏଫଆଇଆର ଦାବିରେ ବେଞ୍ଚ ଦିଲ୍ଲୀ ପୋଲିସ ଓ ଦିଲ୍ଲୀ ସରକାରଙ୍କଠାରୁ ଜବାବ ମାଗିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୨୮ରେ ହେବ।

ମଙ୍ଗଳବାର ଭାରତୀୟ କୁସ୍ତି ସଂଘର ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଏଫଆଇଆର ଦେଇଥିବା କୁସ୍ତିଯୋଦ୍ଧାଙ୍କ ଆବେଦନ ଉପରେ ଦିଲ୍ଲୀ ପୋଲିସ ଓ ସରକାରଙ୍କୁ ନୋଟିସ ଜାରି କରାଯାଇଛି। ବିନେଶ ଫୋଗାଟଙ୍କ ସମେତ ୭ ଜଣ ମହିଳା କୁସ୍ତି ଯୋଦ୍ଧା ସୋମବାର ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଏଥିରେ ଯୌନ ନିର୍ୟାତନା ଅଭିଯୋଗ ନେଇ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଏଫଆଇଆର ଦାବି କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା