Masthead

ମୋଦି ସରନେମ ମାମଲାରେ ରାହୁଲଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧିଙ୍କୁ ବଡ଼ ଆଶ୍ୱସ୍ତି । ମୋଦି ସରନେମ ମାମଲାରେ ରାହୁଲଙ୍କୁ ଆଶ୍ୱସ୍ତି । ମାନହାନୀ ମାମାଲାରେ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି । ରାହୁଲଙ୍କ ଦଣ୍ଡ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଚୂଡ଼ାନ୍ତ ଶୁଣାଣି ନ ହେବା ଯାଏଁ ରୋକ ଲଗାଇଲେ ସୁପ୍ରିମକୋର୍ଟ । ସୁରତ ସେସନ କୋର୍ଟ ରାହୁଲଙ୍କୁ ସଜା ସୁଣାଇଥିଲେ । ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ ହାଇକୋର୍ଟ । ୨୦୧୯ ସାଧାରଣ ନିର୍ବାଚନରେ କର୍ଣ୍ଣାଟକର କୋଲାରରେ ଏଜ ଜନସଭାକୁ ରାହୁଲ ଗାନ୍ଧି ସମ୍ବୋଧନ କରୁଥିବା ବେଳେ କହିଥିଲେ ଯେ, ସବୁ ମୋଦି କ’ଣ ଚୋର କି?, ଯାହାକୁ ନେଇ ବିବାଦ ବଢିଥିଲା। ପୂର୍ବତନ ମନ୍ତ୍ରୀ ପୂର୍ଣ୍ଣେଶ ମୋଦି ଏନେଇ ଏକ ମାନହାନି ମକଦ୍ଦମା କରିଥିଲେ। ଗୁଜରାଟ ସେସନ୍ସ କୋର୍ଟ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ। ଏହାସହ ନିୟମ ଅନୁସାରା ୬ ବର୍ଷ ଧରି ନିର୍ବାଚନ ମଧ୍ୟ ଲଢିପାରିବେ ନାହିଁ। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ବାରସ୍ତ ହୋଇଥିଲେ ମଧ୍ୟ ତଳ କୋର୍ଟଙ୍କ ରାୟଙ୍କ କାଏମ୍ ରଖିଥିଲେ ହାଇକୋର୍ଟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା