Masthead

ବିବାହ ଏକ ମୌଳିକ ଅଧିକାର ନୁହେଁ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସମଲିଙ୍ଗୀ ବିବାହକୁ ନେଇ ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ ଆସିଯାଇଛି । ସମଲିଙ୍ଗୀ ବିବାହକୁ ସ୍ୱୀକୃତି ଦେବାକୁ ମନା କରିଛନ୍ତି ସୁପ୍ରିମକୋର୍ଟ । ବିବାହ ଏକ ମୌଳିକ ଅଧିକାର ନୁହେଁ କହିଲେ ସୁପ୍ରିମକୋର୍ଟ । ଏନେଇ ସଂସଦ ଆଇନ ନଆଣିବା ଯାଏଁ ସ୍ୱୀକୃତି ଦେଇ ହେବନି । ଏନେଇ ସଂସଦ ନିଷ୍ପତ୍ତି ନେଉ । ଅଦାଲତ ଆଇନ ତିଆରି କରେନି, କେବଳ ବ୍ୟାଖ୍ୟା କରେ କହିଲା ସିଜିଆଇ । ସମଲିଙ୍ଗୀ ବିବାହକୁ ନେଇ ପ୍ରଧାନ ବିଚାରପତି ଡି. ୱାଇ ଚନ୍ଦ୍ରଚୂଡଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ ବେଞ୍ଚ ଗତ ଏପ୍ରିଲ ୧୧ ତାରିଖରେ ଶୁଣାଣି ଆରମ୍ଭ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ