Masthead

ଇସି ନିଯୁକ୍ତି ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇସି ନିଯୁକ୍ତି ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି । ଇସି ଚୟନରେ ସାମିଲ ହେବେ ପ୍ରଧାନମନ୍ତ୍ରୀ, ମୁଖ୍ୟ ବିଚାରପତି ଓ ବିରୋଧୀଦଳ ନେତା । ସୁପ୍ରିମକୋର୍ଟ କହିଛନ୍ତି କି ନିର୍ବାଚନ ଆୟୋଗ ଚୟନରେ ପ୍ରଧାନମନ୍ତ୍ରୀ, ମୁଖ୍ୟ ବିଚାରପତି ଓ ବିରୋଧୀଦଳର ନେତା ସାମିଲ ହେବେ । ଆଦେଶ ଦେବା ବେଳେ କୋର୍ଟ କହିଛନ୍ତି କି, ପ୍ରଧାନମନ୍ତ୍ରୀ, ମୁଖ୍ୟ ବିଚାରପତି ଓ ବିରୋଧୀଦଳର ନେତାଙ୍କ କମିଟି ନିର୍ବାଚନ ଆୟୋଗ ଓ ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତି କରିବେ । ଏହା ବ୍ୟତୀତ ସମାନ ସୁରକ୍ଷା ଏବଂ ସିଇସି ଓ ଇସିଙ୍କୁ ହଟାଇବା ପାଇଁ ଏକ ସ୍ୱଭାବିକ ପ୍ରକ୍ରିୟା ହେବା ଉଚିତ ବୋଲି କୋର୍ଟ କହିଛନ୍ତି । ନିର୍ବାଚନ କମିଶନର ଓ ମୁଖ୍ୟ ନିର୍ବାଚନ ଆୟୋଗ ଚୟନରେ ସ୍ୱଚ୍ଛତା ନେଇ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଥିଲା । ଏହାର ଶୁଣାଣି ପରେ କୋର୍ଟ ରାୟକୁ ସଂରକ୍ଷିତ ରଖିଥିଲେ । ୫ଜଣ ବିଚାରପତିଙ୍କ ସଂରକ୍ଷିତ ପୀଠ ଜଷ୍ଟିସ କେଏମ ଜୋସେଫ, ଜଷ୍ଟିସ ଅଜୟ ରେସ୍ତୋଗୀ, ଜଷ୍ଟିସ୍ ଅନିରୋଧ ବୋସ, ଜଷ୍ଟିସ ହୃର୍ଷିକେଶ ରାୟ ଓ ଜଷ୍ଟିସ ସିଟି ରବିକୁମାରଙ୍କ ବେଞ୍ଚ ମାମଲାର ଶୁଣାଣି କରି ରାୟ ଶୁଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା