Masthead

ସିସୋଦିଆଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା, ହାଇକୋର୍ଟ ଯିବାକୁ ଆଦେଶ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମନୀଷ ସିସୋଦିଆଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା । ଅବକାରୀ ମାମଲାରେ ଜାମିନ ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ସିସୋଦିଆଙ୍କ ଆବେଦନ ଉପରେ ମୁଖ୍ୟ ବିଚାରପତି ଡି ୱାଇ ଚନ୍ଦ୍ରଚୂଡ଼ ଏବଂ ଜଷ୍ଟିସ ପି ଏସ ନରସିହ୍ମାଙ୍କ ବେଞ୍ଚ ଶୁଣାଣି କରିଛନ୍ତି ।

ସୁପ୍ରିମକୋର୍ଟ ଏହି ମାମଲାରେ ଶୁଣାଣି କରିବାକୁ ମନା କରିବା ସହ ସିସୋଦିଆଙ୍କୁ ହାଇକୋର୍ଟ ଯିବାକୁ କହିଛନ୍ତି । ମୁଖ୍ୟ ବିଚାରପତି କହିଛନ୍ତି ଯେ, ଆପଣ ସିଧାସଳଖ ସୁପ୍ରିମକୋର୍ଟକୁ ଜାମିନ ମାଗୁଛନ୍ତି । ଆପଣ ଅର୍ଣ୍ଣବ ଗୋସ୍ୱାମୀ ଓ ବିନୋଦ ଦୁଆ ମାମଲାର ହାୱାଲା ଦେଉଥିଲେ ମଧ୍ୟ ଯାହାକି ଏହାଠୁ ସମ୍ପୂର୍ଣ୍ଣ ଭିନ୍ନ । ଆପଣ ତଳ ଅଦାଲତରୁ ଜାମିନ ନେବା ଉଚିତ । ଏଫଆଇଆର ରଦ୍ଦ କରିବା ପାଇଁ ହାଇକୋର୍ଟ ଯିବା ନିହାତି ଜରୁରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ